ଏହି ଦଳର ନେତୃତ୍ୱ ନେବେ ଅଲିମ୍ପିକ୍ସ ବିଜେତା ନୀରଜ ଚୋପ୍ରା
by Argus News
Sat, Jul 06 | 8:26 a.m.

ଅର୍ଗସ ବ୍ୟୁରୋ: ପ୍ୟାରିସ୍ ଅଲମ୍ପିକ୍ସ ଲାଗି ଭାରତୀୟ ଦୌଡ଼କୁଦ ମହାସଂଘ ୨୮ଜଣିଆ ଦଳ ଘୋଷଣା କରିଛି। ଏଥିରେ ୧୭ଜଣ ପୁରୁଷ ଓ ୧୧ଜଣ ମହିଳା ରହିଛନ୍ତି। ବିଶ୍ବକପ୍ ତଥା ଅଲିମ୍ପିକ୍ସ ବିଜେତା ଜାଭ୍‌ଲିନ ତାରକା ନୀରଜ ଚୋପ୍ରା ଏହି ଦଳର ନେତୃତ୍ବ ନେବେ। ଏଥର ଅଲମ୍ପିକ୍ସ ପ୍ୟାରିସ ଆୟୋଜନ କରୁଛି । ପ୍ୟାରିସ ଅଲିମ୍ପିକ୍ସ 26 ଜୁଲାଇରୁ ଆରମ୍ଭ ହେବ। ଏପଟେ ଅଲମ୍ପିକରେ ଭାଗ ନେବାକୁ ଓଡ଼ିଆ ପୁଅ କିଶୋର ଜେନାଙ୍କ ନାମ ଘୋଷଣା ହୋଇଛି। ପୁରୁଷ ଜାଭଲିନ୍ ଥ୍ରୋରେ ଭାଗ ନେବେ କିଶୋର ଜେନା। ଏହାକୁ ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି ସବୁ ଖେଳପ୍ରେମୀ।

ଅଧିକ ପଢ଼ନ୍ତୁ ଖେଳ ଖବର:

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା