ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ
by Argus News
Sat, Sep 21 | 4:57 p.m.

ଅର୍ଗସ ବ୍ୟୁରୋ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ। ପଦ ଓ ଗୋପନୀୟତାର ଶପଥ କରାଇଲେ ଏଲଜି। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ।ଅନ୍ୟପଟେ ନୂଆ ମନ୍ତ୍ରୀମଣ୍ଡଳର ବି ଶପଥ ଗ୍ରହଣ କରୁଛି। ଅରବିନ୍ଦ କେଜ୍ରିଓ୍ବାଲଙ୍କ ଇସ୍ତାଫା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ଆତିଶୀ ମାର୍ଲେନା ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ଏଥିସହ ଅର୍ଥ, ପର୍ଯ୍ୟଟନ, କଳା ଓ ସଂସ୍କୃତି ବିଭାଗ ମଧ୍ୟ ତାଙ୍କ ଦାୟିତ୍ୱରେ ଅଛନ୍ତି। ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଆପକୁ କେମିତି ମ୍ୟାନେଜ କରିବେ ଆତିଶୀ,ତା ଉପରେ ସମସ୍ତଙ୍କ ନଜର ରହିଛି
 

POLICE
3m ago
୭ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ
ଅର୍ଗସ ବ୍ୟୁରୋ: ଦିନ ଯେତିକି ଗଡୁଛି ବିବାଦ ସେତିକି ଘନଉଛି। ଭରତପୁର ଥାନା ଭିତରେ ମେଜର ଓ ତାଙ୍କ ବାନ୍ଧବୀ ଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ତୃତୀୟ ଦିନରେ ପହଁଚିଛ
SPEED 10
6m ago
Speed 10 : ସ୍କ୍ରୋଲ କରନ୍ତୁ, ଅପଡେଟ୍‌ ଖବର ପଢନ୍ତୁ
ଅର୍ଗସ ବ୍ୟୁରୋ: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣା : ୭ ଦୁର୍ବୃତ୍ତଙ୍କୁ ଗିରଫ କଲା କମିଶନରେଟ ଚନ୍ଦକା ଥାନା ପୋଲିସ, ୭ ଜଣଙ୍କୁ ଗିରଫ ନେଇ ଏଡିସିପ
BOBBY DAS
10m ago
'ବବି କହୁଥିଲେ ପାଦ ଛୁଅଁ ନିଅ ମୋର ଆଶୀର୍ବାଦ'
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେବା ପରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛନ୍ତି ସୁଜିତ କୁମାର । ସିଧାସିଧା କହିଛନ୍ତି, କେମିତି ତାଙ୍କୁ ହଇରାଣ କରୁଥିଲେ ବବି । ଖାଲି ହଇରାଣ କରୁଥିଲ