ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ
by Argus News
Mon, May 27 | 8:16 p.m.

ଅର୍ଗସ ବ୍ୟୁରୋ:  ବିଜେପି ଜିଲ୍ଲା ସଭାପତିଙ୍କୁ ଆକ୍ରମଣ । ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ସୁବାସ ଓ ତାଙ୍କ ୪ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଥିବା ସୂଚନା। ଗାଡି ଭଙ୍ଗାରୁଜା ସହ ସୁବାସଙ୍କ ହାତକୁ ପଥରରେ ଛେଚି ଭାଙ୍ଗି ଦେଇଥିବା  ସୂଚନା। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ତୋଟାପଡାରେ ସଂଘବଦ୍ଧ ଆକ୍ରମଣ। ସୁବାସଙ୍କ ଉପରେ ବିଜେଡି କର୍ମୀ ଆକ୍ରମଣ କରିଥିବା ସୂଚନା।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
18m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
39m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
41m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି