ଅଲିମ୍ପିକ୍ସ ପୂର୍ବରୁ ଫ୍ରାନ୍ସରେ ରେଳ ନେଟୱର୍କ ଉପରେ ଆକ୍ରମଣ
by Argus News
Fri, Jul 26 | 5:02 p.m.

ଅର୍ଗସ ବ୍ୟୁରା: ପ୍ୟାରିସ ଅଲିମ୍ପିକ୍ସ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ନେଇ ପୂର୍ବରୁ ଗୁଇନ୍ଦା ବିଭାଗ ସତର୍କ କରାଇଥିଲା । ସମାରୋହ ପୂର୍ବରୁ ବଡ଼ ଅଘଟଣ ଘଟିଯାଇଚି। ଆଜି ଅଲିମ୍ପିକ୍ସର ଶୁଭ ଉଦଘାଟନ ହେବାକୁ ଯାଉଥିବା ବେଳେ ଫ୍ରାନ୍ସରେ ହିଂସା ଦେଖିବାକୁ ମିଳିଛି । ଫ୍ରାନ୍ସର ରେଳ ନେଟୱର୍କ ଉପରେ ଆକ୍ରମଣ ହୋଇଛି । 

ଏହାସହ ଲୋକମାନେ ରେଳ ଲାଇନରେ ନିଆଁ ଲଗାଇ ଦେଇଥିବା ଦେଖିବାକୁ ମିଳିଛି । ଫଳରେ ଅନେକ ଟ୍ରେନ୍ ରଦ୍ଦ ହୋଇଛି । ଫଳରେ ୮ଲକ୍ଷରୁ ଅଧିକ ଯାତ୍ରୀ ଷ୍ଟେସନରେ ଫଶି ରହିଛନ୍ତି । ହେଲେ ବାସ୍ତବରେ ଏଭଳି କାହିଁକି ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। 

ଅଧିକ ପଢ଼ନ୍ତୁ ବିଦେଶ ଖବର 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା