ଅନୈତିକ କାର୍ଯ୍ୟ ପାଇଁ ରାଜି ନହେବାରୁ ଦୁଇ ଯୁବତୀଙ୍କୁ ହତ୍ୟା ଉଦ୍ୟମ
by Argus News
Sun, Dec 10 | 11:55 a.m.

ଅର୍ଗସ ବ୍ୟୁରୋ: ଅନୈତିକ କାର୍ଯ୍ୟ ପାଇଁ ରାଜି ନହେବାରୁ ଦୁଇ ଯୁବତୀଙ୍କୁ ଗାଡି ମଡାଇ ହତ୍ୟା ଉଦ୍ୟମ । ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନେମାଳ ଥାନା ଅଞ୍ଚଳରେ । ୨ ତାରିଖ ଅପରାହ୍ନରେ ଦୁଇ ଭଉଣୀ ସାଙ୍ଗ ହୋଇ ନିଜ ମାମୁଁ ଘରକୁ ଯିବା ରାସ୍ତାରେ ଘଟିଥିଲା ଘଟଣା । ନରେନ୍ଦ୍ରପୁର ଫାଣ୍ଡି କାକୁଡିଆପଦାଠାରେ ଦୁଇ ଯୁବତୀଙ୍କ ସ୍କୁଟି ସହ ଜାଣିଶୁଣି ନିଜ ବାଇକ୍ ଧକ୍କା କରାଇଥିଲେ ତେଣ୍ଡାକୋଡା ଅଞ୍ଚଳର ଦୁଇ ଜଣ ଯୁବକ ।

କଟକର ଏକ ଘରୋଇ ହସ୍ପିଟାଲରେ ଜୀବନ ମରଣ ସହ ଲଢ଼ୁଛନ୍ତି ପୀଡିତା ଦୁଇ ଭଉଣୀ ଅଫିଫା ତସଲିନ ଓ ନିହା ଫରଦୋଷ । ଏନେଇ ଥାନାରେ ଗତ 5 ତାରିଖରୁ ଅଭିଯୋଗ ସତ୍ତ୍ବେ ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ