ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ
by Argus News
Tue, May 21 | 1:06 p.m.

ଅର୍ଗସ ବ୍ୟୁରୋ: ଅଟୋ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜାତୀୟ ରାଜପଥ 20ର ରାମଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରାସ୍ତା ତଳକୁ ଖସି ପଡିବାରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। 

ରାମଚନ୍ଦ୍ରପୁର ଥାନା ପଞ୍ଚରା ଗାଁର ରାଇଲା ବିବି ତାଙ୍କ ଝିଅ ଓ ନାତୁଣୀକୁ ଧରି ତରାକୁଟିରୁ ଗାଁକୁ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଅଟୋଟି ରାସ୍ତା ତଳକୁ ଓଲଟି ପଡିଥିଲା। ଫଳରେ ଅଟୋରେ ବସିଥିବା ରାଇଲା ବିବିଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଝିଅ ଓ ନାତୁଣୀ ଗୁରୁତର ହୋଇ ହୋଇ ସାଇଁକୁଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଓଡ଼ିଶା ପ୍ରଦେଶ କଂଗ୍ରେସ
1m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
4m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍
ରାଜ୍ୟରେ ଲାଗୁ ହେବ
32m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ