ରାଞ୍ଚିର ଏକ କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ ଠାବ
by Argus News
Wed, May 22 | 7:29 p.m.

ଅର୍ଗସ ବ୍ୟୁରୋ : ପୁଣି ଚିନ୍ତା ବଢ଼ାଉଛି ବାର୍ଡ ଫ୍ଲୁ । ରାଞ୍ଚିର ଏକ କୁକୁଡ଼ା ଫାର୍ମରେ ଆଭିଆନ ଇନଫ୍ଲୁଏଞ୍ଜା ବା ବାର୍ଡ ଫ୍ଲୁ ଠାବ ପରେ ଝାଡ଼ଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ପ୍ରତିଷେଧମୂଳକ ପଦକ୍ଷେପ ଭାବେ ଫାର୍ମରେ ଥିବା ୯୨୦ଟି ପକ୍ଷୀଙ୍କୁ ହତ୍ୟା କରାଯାଇଛି । 

ଅଧିକ ପଢନ୍ତୁ ଭାରତ ଖବର

ଏହାସହିତ ୪ ହଜାର ୩ ଶହ ଅଣ୍ଡାକୁ ମଧ୍ୟ ନଷ୍ଟ କରାଯାଇଛି । ରାମକୃଷ୍ଣ ଆଶ୍ରମ ପକ୍ଷରୁ ପରିଚାଳିତ ମୋରାବାଦୀ ସ୍ଥିତ କୁକୁଡ଼ା ଫାର୍ମ ଦିବ୍ୟାନ କୃଷି ବିଜ୍ଞାନ କେନ୍ଦ୍ରରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହୋଇଛି । ନମୁନା ପରୀକ୍ଷା ପାଇଁ ଭୋପାଳ ସ୍ଥିତ ICARକୁ ପଠା ଯାଇଥିଲା । ପରୀକ୍ଷାରୁ ପକ୍ଷୀଗୁଡ଼ିକ H5N1ରେ ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି । 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ