୧୦ ମିଟର ଏୟାର ରାଇଫଲ ସୁଟିଂରେ ଅବନୀ ଲେଖରାଙ୍କୁ ସ୍ୱର୍ଣ୍ଣ
by Argus News
Fri, Aug 30 | 5:42 p.m.

ଅର୍ଗସ ବ୍ୟୁରୋ:ପ୍ୟାରିସ ପାରାଅଲମ୍ପିକ୍ସରେ ୧୦ ମିଟର ଏୟାର ରାଇଫଲ ସୁଟିଂରେ ଭାରତୀୟ ଶୁଟର ଅବନୀ ଲେଖରା ସ୍ୱର୍ଣ୍ଣ ପଦକ ଜିତିଛନ୍ତି ।ଫାଇନାଲ ଷ୍ଟାଣ୍ଡିଂରେ ଅବନୀ ୨୪୯.୭ ପଏଣ୍ଟ ହାସଲ କରି ଏହି ରେକର୍ଡ କରିଛନ୍ତି । ପ୍ରଥମ ଭାରତୀୟ ଭାବେ ଅବନୀ ପାରାଅଲମ୍ପିକ୍ସରେ ଦୁଇଟି ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ଟୋକିଓ ପାରାଲିମ୍ପିକ୍ସରେ ମଧ୍ୟ ସ୍ୱର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ଜିତିଥିଲେ ଅବନୀ।  ମୋନା ଅଗ୍ରୱାଲ ଏସଏଚ୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି ।

ପାରାଅଲମ୍ପିକ୍ସର ଦ୍ୱିତୀୟ ଦିନରେ ଭାରତକୁ ମିଳିଛି ଦୁଇଟି ପଦକ। ମହିଳା ସୁଟିଂ ପ୍ରତିଯୋଗିତାରେ ଗୋଟିଏ ସ୍ୱର୍ଣ୍ଣ ଏବଂ ଗୋଟିଏ ବ୍ରୋଞ୍ଜ ଜିତିଛି ଭାରତ। ଫ୍ରାନ୍ସ ରାଜଧାନୀ ପ୍ୟାରିସରେ ପ୍ୟାରାଅଲିମ୍ପିକ୍ସର ୧୭ତମ ସଂସ୍କରଣ ଅଗଷ୍ଟ ୨୮ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୮ରେ ଶେଷ ହେବ 

ଗ୍ରେ ଡିଭର୍ସ
now
ଭାରତରେ କାହିଁକି ବଢୁଛି ଗ୍ରେ ଡିଭର୍ସ?
ଅର୍ଗସ ବ୍ୟୁରୋ: ଏକବିଂଶ ଶତାବ୍ଦୀରେ ରିଲେସନସିପ ବା ସମ୍ପର୍କର ସଂଜ୍ଞା ବଦଳି ଯାଇଛି ଓ ସମ୍ପର୍କର ଗୋଟେ ନାଁ ଦେବାକୁ ପଡୁଛି ଆଉ ଉଦାହରଣ ହେଉଛି ଗ୍ରେ ଡିଭର୍ସ । ତେବେ ହଠାତ୍ ଏହି ଗ୍ର
ମଧୁମେହ
6m ago
ମଧୁମେହ ରୋଗୀଙ୍କ ପାଇଁ ମେଥି ଖାଇବା ଲାଭ
ଅର୍ଗସ ବ୍ୟୁରୋ: ଆଜିକାଲି ଖରାପ ଜୀବନଶୌଳୀ ହେତୁ ଲୋକମାନେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି। ସେହିପରି ମଧୁମେହ ଏପରି ଏକ ରୋଗ ଯାହା ଦେଶ ତଥା ବିଶ୍ଵରେ ମହାମାରୀ ପରି ବ୍ୟାପୁଛି
ପାଟଣାଗଡ଼ରେ
7m ago
ପାଟଣାଗଡ଼ରେ ୧୨ ଟିକିଆ ହାତୀ ପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବନାଞ୍ଚଲର ଟିକ୍ରାପଡ଼ା ସେକସନରୁ ଗତ ରାତିରେ ଗୁଦ୍ରାମୁଣ୍ଡା ପଟୁ 12ଟିକିଆ ହାତୀ ପଲ ଆସି ପାଟଣାଗଡ ରେଞ୍ଜର ସେମେଲ ମୁଣ୍ଡା ଗାଁର