ରାମ ମନ୍ଦିରରେ ଲାଗିଲା ପ୍ରଥମ ସ୍ବର୍ଣ୍ଣ କବାଟ, ୩ ଦିନରେ ଲାଗିବ ଆହୁରି ୧୩ଟି କବାଟ
by Argus News
Tue, Jan 09 | 9:40 p.m.

ଅର୍ଗସ ବ୍ୟୁରୋ : ସଜେଇ ହେଉଛି ଅଯୋଧ୍ୟା, ଆସୁଛନ୍ତି ରାମଲାଲା । ଆଉ ଦିନ କେଇଟାରେ ଅଯୋଧ୍ୟାରେ ରଚାଯିବ ଇତିହାସ । ରାମଲାଲାଙ୍କୁ ସ୍ୱାଗତ କରିବାକୁ ଯିଏ ଯେମିତି ପାରିଲା ପ୍ରସ୍ତୁତି କରୁଛନ୍ତି । ଏହି ପ୍ରସ୍ତୁତି ଭିରତେ ଲାଗିଲା, ରାମମନ୍ଦିର ଗର୍ଭଗୃହରେ ପ୍ରଥମ ସ୍ବର୍ଣ୍ଣ କବାଟ । 

ଅଧିକ ପଢନ୍ତୁ ଭାରତ ଖବର

ଏହିଭଳି ଆଉ ୧୩ଟି ସୁନାର କବାଟ ଲାଗିବାକୁ ଥିବା ବେଳେ ୩ ଦିନ ମଧ୍ୟରେ କାର୍ଯ୍ୟ ଶେଷ କରାଯିବ ବୋଲି ଜଣାପଡ଼ିଛି । ସୋମବାର ସ୍ବର୍ଣ୍ଣ ଖଚିତ କବାଟଗୁଡ଼ିକ ପହଞ୍ଚିଥିଲା । ପରେ ସବୁଗୁଡ଼ିକୁ ସିସିଟିଭି କ୍ୟାମେରା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି । ପ୍ରତିଷ୍ଠା ଉତ୍ସବ ପୂର୍ବରୁ ସବୁଗୁଡ଼ିକୁ ଲଗାଯିବାର କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।


 

ACCIDENT
15m ago
ରାଜପଥରେ ଦୁଇଟି କାରକୁ ଧକ୍କା ଦେଲା ଟ୍ରକ, ୫ ଆହତ
ଅର୍ଗସ ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ଜଂକିଆ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥଗୋଡିପଡା ଛକ ନିକଟରେ ଘଟିଛି ଦୁର୍ଘଟଣା। ରାଜପଥରେ ଦୁଇଟି କାରକୁ ପଛରୁ ଧକ୍କା ଦେଲା ଟ୍ରକ
CHIEF MINISTER
28m ago
କେନ୍ଦୁଝରରେ ମେଗା ସ୍ୱାସ୍ଥ୍ୟ ମେଳାରେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ: କେନ୍ଦୁଝରରେ ମେଗା ସ୍ୱାସ୍ଥ୍ୟ ମେଳାରେ ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟ ବିଭାଗ, ଓଏମସି, ALIMCO, ଏଲ୍‌ଭି ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ଏବଂ ସାମାଜି
ଆତିଶୀ ମର୍ଲେନ
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ
ଅର୍ଗସ ବ୍ୟୁରୋ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ। ପଦ ଓ ଗୋପନୀୟତାର ଶପଥ କରାଇଲେ ଏଲଜି। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ।ଅନ୍ୟପଟେ ନୂ