ସାମ୍ନାକୁ ଆସିଲା ଅଯୋଧ୍ୟା ରାମମନ୍ଦିର ଗର୍ଭଗୃହର ପ୍ରଥମ ଦୃଶ୍ୟ
by Argus News
Sun, Dec 10 | 9:01 a.m.

ଅର୍ଗସ ବ୍ୟୁରୋ: ସାମ୍ନାକୁ ଆସିଲା ଅଯୋଧ୍ୟା ରାମ ମନ୍ଦିର ଗର୍ଭଗୃହର ପ୍ରଥମ ଫଟୋ । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦୁଇଟି ଫଟୋରେ ପ୍ରଭୁ ରାମଲାଲା ବିରାଜମାନ ହେବାକୁ ଥିବା ସିଂହାସନ ସମେତ ଗର୍ଭଗୃହ ଭିତରର ସୁନ୍ଦର କାରୁକାର୍ଯ୍ୟ ଦେଖିବାକୁ ମିଳିଛି । 

ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ବୋର୍ଡର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏହି ଦୁଇଟି ଫଟୋକୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ସେୟାର କରିଛନ୍ତି । ଜାନୁୟାରୀ ୨୨ରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଆୟୋଜନ ହେବ। ଏଥିପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ