ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୬ ନବଜାତକ ମୃତ୍ୟୁ
by Argus News
Sun, May 26 | 12:52 p.m.

ଅର୍ଗସ ବ୍ୟୁରୋ: ଦିଲ୍ଲୀ ବିବେକ ବିହାର ସ୍ଥିତ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ସେଣ୍ଟରରେ ନିଆଁ ଲାଗି 6 ନବଜାତଙ୍କ ମୃତ୍ୟୁ ହୋଇଛି। ସମୁଦାୟ 12 ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ହିଁ 6 ଜଣଙ୍କ ମୃତ୍ୟୁ ହୋଇଛି । 

ଜଣେ ଭେଣ୍ଟିଲେଟରରେ ଏବଂ ଅନ୍ୟ 5 ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅକ୍ସିଜେନ୍ ସିଲିଣ୍ଡର ବିସ୍ଫୋରଣରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ