ହାତୀ ଛୁଆର ମୃତଦେହ ଉଦ୍ଧାର
by Argus News
Sun, Apr 14 | 8:37 a.m.

ଅର୍ଗସ ବ୍ୟୁରୋ:  ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଗାଁ ଅମର୍ଦା ପଞ୍ଚାୟତ ଦୁଆର୍ଶୁଣି ମଝିସାହି ଠାରେ ଏକ ହାତୀ ଛୁଆର ମୃତଦେହ ଠାବ କରିଛି ରାସଗୋବିନ୍ଦପୁର ବନବିଭାଗ। ସୂଚନା ଅନୁସାରେ ୬୫ ଟିକିଆ ଝାଡ଼ଖଣ୍ଡ ହାତୀପଲ କିଛିଦିନ ହେଲା ରାସଗୋବିନ୍ଦପୁର ରେଞ୍ଜ ବିଭିନ୍ନ ଅଞ୍ଚଳରେ ଉପଦ୍ରବ କରୁଥିଲେ। ଆଜି ଦୁଆର୍ଶୁଣି ମଝିସାହି ବିଲ ମଝିରେ ହାତୀ ଛୁଆର ମୃତଦେହ ପଡିଥିବାର ଗ୍ରାମବାସୀ ଦେଖି ବନବିଭାଗକୁ ଖବର ଦେଇଥିଲେ। ହାତୀ ଛୁଆର ମୃ୍ତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଶବ ବ୍ୟବଚ୍ଛେଦ ଚାଲିଥିବାର ରେଞ୍ଜ ଅଧିକାରୀ ଅଶୋକ କୁମାର ମାଝୀ କହିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021