ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ସଂଜପଡା ଗ୍ରାମରେ ହାତୀ ଛୁଆର ମୃତ୍ୟୁ
by Argus News
Tue, Sep 17 | 4:29 p.m.

ଢେଙ୍କାନାଳ: ଢ଼େଙ୍କାନାଳ ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ସଂଜପଡା ଗ୍ରାମରେ ଏକ ହାତୀ ଛୁଆର ମୃତ୍ୟୁ ହୋଇଛି । ହାତୀଟିର ବୟସ ଦୁଇରୁ ତିନି ମାସ ହେବ ବୋଲି ଜଣାପଡିଛି । ହାତୀ ଆତଙ୍କ ମଧ୍ୟରେ ଦଳା ଚକଟା ହୋଇ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ବନ ବିଭାଗ ଘଟଣାସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି ।

ଆହୁରି ପଢନ୍ତୁ ଓଡିଶା ଖବର...

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା