ପୋଖରୀରେ ବୁଡି ଶିଶୁକନ୍ୟା ମୃତ
by Argus News
Mon, Jun 17 | 8:46 a.m.

ଅର୍ଗସ ବ୍ୟୁରୋ: ପୋଖରୀରେ ବୁଡି ଶିଶୁକନ୍ୟା ମୃତ। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଦରଖୋଳା ଗ୍ରାମରେ । ଗ୍ରାମର ସନା ହୋଙ୍କ ୭ ବର୍ଷର ଶିଶୁ କନ୍ୟା ମିଞ୍ଜାଇ ହୋ ଘର ନିକଟରେ ଖେଳୁଥିବା ବେଳେ ଅସାବଧାନତା ବସତଃ ପୋଖରୀରେ ବୁଡ଼ି ଯାଇଥିଲେ । ଘର ଲୋକେ ବହୁ ଖୋଜାଖୋଜି କରିବା ପରେ ଦମକଳ ବାହିନୀ ସହାୟତାରେ ଉଦ୍ଧାର କରିଥିଲେ। ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଣିବାରରେ ଦୁଃଖର ଛାଇ ଖେଳିଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଉଚ୍ଚ ଜୁଆର
9m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
12m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ