ମୁମ୍ବାଇରେ ବିକ୍ରି ହେଉଛି ରାଜ୍ୟସରକାରଙ୍କ ଦ୍ୱାରା ତିଆରି ହୋଇଥିବା ବ୍ୟାଗ୍
by Argus News
Thu, May 02 | 9:23 a.m.

ଅର୍ଗସ ବ୍ୟୁରୋ:  ମୁମ୍ବାଇରେ ବିକ୍ରି ହେଉଛି ରାଜ୍ୟସରକାରଙ୍କ ଦ୍ୱାରା ତିଆରି ହୋଇଥିବା ବ୍ୟାଗ୍ । ଫୁଟପାଥରେ ବସି ଜଣେ ବ୍ୟକ୍ତି ବ୍ୟାଗ୍ ବିକୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆମ ଓଡିଶା -ନବୀନ ଓଡିଶା ଲେଖାଥିବା ସହ ଏଥିରେ ରାଜ୍ୟ ସରକାରଙ୍କ ଲୋଗୋ ରହିଛି ।  ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ବଣ୍ଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୯୫ ଲକ୍ଷ ବ୍ୟାଗ ତିଆରି ହୋଇଥିଲା । କିନ୍ତୁ ଏହି ବ୍ୟାଗକୁ ନେଇ କେତେ ଖର୍ଚ୍ଚ ହୋଇଛି, କେଉଁ ସଂସ୍ଥା ନିର୍ମାଣ କରିଛି ସେ ନେଇ ରାଜ୍ୟ କୌଣସି ତଥ୍ୟ ଦେଇ ନଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

IPL-2024
3m ago
ରୋମାଞ୍ଚକର ସ୍ଥିତିରେ IPL-2024, ପ୍ଲେଅଫ୍‌ରେ ଆର୍‌ସିବି
ଅର୍ଗସ ବ୍ୟୁରୋ: ରୋମାଞ୍ଚକର ସ୍ଥିତିରେ IPL-2024 । ପ୍ଲେଅଫ୍‌ରେ ଆର୍‌ସିବି । ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପଛକୁ ହଟାଇ ଅପ୍ରତ୍ୟାଶିତ ଭାବେ ପ୍ଲେଅଫ୍ ଯୋଗ୍ୟତା ଅର୍ଜ
SAMEER RANJAN DAS
7m ago
ବିଜେଡି ଛାଡ଼ିଲେ ସମୀର ରଞ୍ଜନ ଦାସ
ଅର୍ଗସ ବ୍ୟୁରୋ: ସମୀର ରଞ୍ଜନ ଦାସ ଛାଡ଼ିଲେ ବିଜେଡି। ନିମାପଡା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାସ। ମୁଖ୍ୟମନ୍ତ୍ରୀଙ୍କୁ ପଠାଇଲେ ଇସ୍ତଫା ପତ୍ର। ଟିକେଟ କଟିଥିବାରୁ ଅସନ୍ତୁଷ୍
PRIME MINISTER
14m ago
ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ: ପୁଣି ମୋଦି ଧମାକା । ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । 20 ତାରିଖ ସକାଳ 8ଟାରେ ପୁରୀରେ ରୋଡ଼ ସୋ ସହ ଅନୁଗୁଳ ଓ କଟକରେ ପ୍ରଧାନମନ୍ତ୍ରୀଙ୍