ମାତିଛି ପାଗଳା କୁକୁର ଦେଖିଲେ ଝୁଣି ଦେଉଛି
by Argus News
Sat, Apr 13 | 3:16 p.m.

ଅର୍ଗସ ବ୍ୟୁରୋ : ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବଡଡକଲା ଗ୍ରାମରେ ଦେଖିବାକୁ ମିଳିଛି ବୁଲା କୁକୁର ଆତଙ୍କ । ସୂଚନା ଅନୁସାରେ, ବୁଲା କୁକୁର ଅନେକ ଲୋକଙ୍କୁ କାମୁଡି ଥିବା ଅଭିଯୋଗ ରହିଛି । ବୁଲା କୁକୁର ମାନେ ବଡଡକଲା ଗ୍ରାମର ୩ ଜଣଙ୍କୁ କାମୁଡି ଥିବା ଜଣାପଡ଼ିଛି । ୩ ଜଣଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବା ଜଣାପଡିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଜଣେ ନାବାଳକକୁ କଣ୍ଟାବାଞ୍ଜି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ତୁରନ୍ତ ଏଥି ପ୍ରତି ପ୍ରଶାସନ ଦୃଷ୍ଟି ଦେଇ ଏହି ବୁଲା କୁକୁରକୁ କାବୁ କରିବା ପାଇଁ ଲୋକେ ଦାବି କରିଛନ୍ତି । ଏହି ଘଟଣା ଘଟିବା ପରେ ଅଞ୍ଚଳରେ ଆତଙ୍କ ଦେଖା ଦେଇଛି ।

EMPLOYEES
48m ago
କମ୍ପାନୀରେ ବାରମ୍ବାର ବିଷାକ୍ତ ଗ୍ୟାସ ଲିକ ଯୋଗୁଁ ଘଟୁଛି ଅଘଟଣ
ଅର୍ଗସ ବ୍ୟୁରୋ: ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳ । ବାଲେଶ୍ଵରରେ ଛତୁ ଫୁଟିଲା ଭଳି ମାଳ ମାଳ ଚିଙ୍ଗୁଡ଼ି କମ୍ପାନୀ । କମ୍ପାନୀରେ ନିୟୋଜିତ ମହିଳା କର୍ମଚାରୀଙ୍କ ଜୀବନ ସହ ଖେଳୁଛନ୍ତ
BAJRANG PARTY
ଗୋମାଂସ କଟାକୁ ବିରୋଧ: ବଜରଙ୍ଗ ଦଳର କର୍ମୀଙ୍କୁ ଆକ୍ରମଣ, ୧୫ ଆହତ
ଅର୍ଗସ ବ୍ୟୁରୋ: ଧର୍ମକ୍ଷେତ୍ର କାକଟପୁରରେ ଗୋମାଂସ କଟାକୁ ନେଇ ବିବାଦ । ପବିତ୍ର ସମେଶ୍ୱର ମନ୍ଦିର ନିକଟର ଥିବା ବସ୍ତିରେ ଗୋମାଂସ କଟାକୁ ବିରୋଧ କରାଯିବାରୁ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ
TIGER
ବାରିପଦା ସହରରେ କଲରାପତରିଆ ବାଘ ଆତଙ୍କ
ଅର୍ଗସ ବ୍ୟୁରୋ: ବାରିପଦା ସହରରେ ବାଘ ଆତଙ୍କ ।ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ