ଏନଏସି ମାନ୍ୟତା ଦାବିରେ ଆଜି ବାମରା ୧୨ ଘଣ୍ଟିଆ ବନ୍ଦ
by Argus News
Wed, Feb 28 | 8:49 a.m.

ସମ୍ବଲପୁର : ଏନଏସି ମାନ୍ୟତା ଦାବିରେ ଆଜି ବାମରା ୧୨ ଘଣ୍ଟିଆ ବନ୍ଦ ଡାକରା। ବନ୍ଦ ଡାକରା ଦେଇଛନ୍ତି ବାମରା ନାଗରିକ କମିଟି। ଆଜି ସକାଳ ୬ ଟା ରୁ ସଂଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବାମରା ବନ୍ଦ ଡାକରା ଦିଆଯାଇଛି।

ଅଧିକ ପଢନ୍ତୁ : ଏନଏସି ଘୋଷଣା ନ ହେବା ନେଇ ଆସନ୍ତା ୨୮ ତାରିଖରେ ବାମରା ବନ୍ଦ ଡାକରା

ଦୋକାନ ବଜାର ବନ୍ଦ ସହିତ ଯାନବାହାନ ଚଳାଚଳ ମଧ୍ୟ ବନ୍ଦ ରହିଛି। ଏହା ସହିତ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଅନୁଷ୍ଠାନ, ବ୍ୟାଙ୍କ ମଧ୍ୟ ବନ୍ଦ ରହିବ। ଏହି ବନ୍ଦ ସମୟରେ ବିଭିନ୍ନ ସଂଘଠନ ସାମିଲ।
 

ରାଜ୍ୟରେ ଲାଗୁ ହେବ
now
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର