କମଳା ହାରିସ୍‌ : ଆମେରିକା ଉପ-ରାଷ୍ଟ୍ରପତି ପ୍ରାର୍ଥୀ !
by Argus News
Sat, Jul 27 | 10:04 a.m.

ଅର୍ଗସ ବ୍ୟୁରୋ: କମଳା ହାରିସ୍‌ ହେଲେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ । ଆନୁଷ୍ଠାନିକ ଭାବେ କମଳା ହାରିସ୍‌ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷିତ । ଟୁଇଟ୍‌ କରି ସୂଚନା ଦେଲେ ନିଜେ କମଳା । ସେ କଠିନ ପରିଶ୍ରମ କରିବେ ଓ ସମସ୍ତ ଭୋଟ ହାସଲ କରିବେ ବୋଲି ନିଜେ ଟ୍ଵିଟ୍‌ କରିଛନ୍ତି କମଳା । ଏବେ ଆମେରିକାର ଉପରାଷ୍ଟ୍ରପତି ଅଛନ୍ତି କମଳା ହାରିସ୍ । ନଭେମ୍ବରରେ ହେବ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ।

ଗତକାଲି ଡେମୋକ୍ରାଟିକ ପ୍ରାର୍ଥୀ କମଲା ହାରିସ୍‌ଙ୍କୁ ସମର୍ଥନ କରିଥିଲେ ଓବାମା ଏବଂ ତାଙ୍କ ପତ୍ନୀ । ଫୋନ୍ କରି ହାରିସ୍‌ଙ୍କୁ  ଦୁହେଁ ଉତ୍ସାହିତ କରିଥିଲେ, ଯାହାର ଭିଡିଓକୁ ସୋସିଆଲ ମିଡିଆରେ ସେୟାର କରିଥିଲେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା