ଅଷ୍ଟମ ଦିନରେ ବରଗଡ଼ ଧନୁଯାତ୍ରା, ଭୟଭୀତ ମହାରାଜା କଂସ
by Argus News
Mon, Jan 22 | 3:19 p.m.

ଅର୍ଗସ ବ୍ୟୁରୋ : ମଥୁରା ନଗରୀରେ ଚାଲିଛି ମହାରାଜ କଂସଙ୍କ ରାଜୁତି । ଧନୁଯାତ୍ରା ପାଇଁ ଦୁଲୁକୁଛି ବରଗଡ଼ । ମୃତ୍ୟୁକୁ ନେଇ ଏବେ ଭୟଭୀତ ମହାରାଜା କଂସ । ନାରଦଙ୍କ ପରାମର୍ଶ କ୍ରମେ ମଥୁରାରେ ଆୟୋଜନ କରିଛି ଧନୁଯାତ୍ରା । ଏଥିପାଇଁ ନିଜର ସମର୍ଥିତ ସମସ୍ତ ଅସୁର ରାଜାଙ୍କ ସହଯୋଗ ଲୋଡିଛି । ଆଜି ବରଗଡ଼ ଧନୁଯାତ୍ରାର ଅଷ୍ଟମ ଦିନରେ କଂସର ଚିଟାଉ ନେଇ ଅକ୍ରୁର ଗୋପପୁର ଯାତ୍ରା କରିବେ । ଯମୁନାରେ ଶ୍ରୀକୃଷ୍ଣଙ୍କ ପାଦ ଚିହ୍ନ ଦେଖି ଭାବବିହ୍ବଳ ହେବେ ଭକ୍ତ ଅକ୍ରୁର। 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେପଟେ ଗୋପରେ ଇନ୍ଦ୍ରଙ୍କ ଗର୍ବ ଭାଙ୍ଗିବେ ଗର୍ବଗଞ୍ଜନ ଭଗବାନ ଶ୍ରୀକୃଷ୍ଣ । ବର୍ଷା ଓ ଝଡରୁ ଗୋପପୁରବାସୀଙ୍କୁ ଲକ୍ଷା କରିବାକୁ ନିଜର ଆଙ୍ଗୁଠିରେ ଧାରଣ କରିବେ ଗିରି ଗୋବର୍ଦ୍ଧନ । ଯାତ୍ରାର ସପ୍ତମ ଦିନରେ ଗୋପରେ ରାଧାକୃଷ୍ଣଙ୍କ ନାବକେଳି ଦେଖିବାକୁ ଜମିଥିଲା ହଜାର ହଜାର ଦର୍ଶକଙ୍କ ଭିଡ଼ । ଦେବଗଡ଼ ମନୋବନ୍ଧରେ ଏହି ଦୃଶ୍ୟକୁ ଦେଖିବାକୁ ଅପେକ୍ଷା କରିଥିଲେ ଦର୍ଶକ । 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ