44.6 ଡିଗ୍ରୀ ସେଲସିୟସ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର
by Argus News
Sun, Apr 21 | 8:59 p.m.

ଅର୍ଗସ ବ୍ୟୁରୋ: ବଢୁଛି ତାତି, ଅସହ୍ୟ ଗରମରେ ସନ୍ତୁଳି ହେଉଛି ରାଜ୍ୟ । 44.6 ଡିଗ୍ରୀ ସେଲସିୟସ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର। 9 ସହରର ତାପମାତ୍ରା 43 ଡିଗ୍ରୀ ଓ ଅଧିକ ରେକର୍ଡ ହୋଇଛି । 

30 ସହରରେ ପାରଦ 40 ଡିଗ୍ରୀରୁ ଅଧିକ ରହିଛି। ବଢ଼ୁଥିବା ଖରାକୁ ଦୃଷ୍ଟିରେ ରଖି ଆସନ୍ତା 25ରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। 22ରୁ 24 ତାରିଖ ପର୍ଯ୍ୟନ୍ତ ତିନି ଦିନ ପାଇଁ ସମସ୍ତ ସ୍କୁଲ ସକାଳୁଆ ଚାଲିବ । ସକାଳ 6ଟା 30ରୁ 10ଟା 30 ଯାଏଁ ହେବ ପାଠପଢ଼ା। ଏହି ନିଷ୍ପତ୍ତି ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ସମସ୍ତ ବିଦ୍ୟାଳୟ ପାଇଁ ଲାଗୁ ହୋଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ