ଟ୍ରାକ୍ଟର ତଳେ ଚାପି ହୋଇଗଲେ ବସନ୍ତ
by Argus News
Fri, Mar 22 | 9:21 p.m.

ଅର୍ଗସ ବ୍ୟୁରୋ : ଅନୁଗୋଳ ଜିଲ୍ଲାରେ ଅଘଟଣ । ବାଗଡିଆ ଥାନା ଶିମିଳିପାଳ ପଞ୍ଚାୟତରେ ଟ୍ରାକ୍ଟର ଓଲଟି ଜଣେ ଯୁବକଙ୍କର ମୃତ୍ୟୁ । ମୃତକ ଜଣଙ୍କ ହେଲେ ଘଡ ଗ୍ରାମର ବସନ୍ତ ପେଣ୍ଠଈ l ସୂଚନା ଅନୁସାରେ, ଘଡ ଗ୍ରାମର ବସନ୍ତ ଏକ ଟ୍ରାକ୍ଟରରେ ଚାଳକ ଭାବେ କାମ କରନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଶୁକ୍ରବାର ବସନ୍ତ ଟ୍ରାକ୍ଟର ନେଇ ଚରାକାନୀ ଗ୍ରାମରେ ଏକ ବଗିଚାରେ ହଳ କରୁଥିବା ବେଳେ ଟ୍ରାକ୍ଟରଟି ବିଲ ଭିତରେ ଥିବା ଏକ ଖାଲରେ ଓଲଟି ପଡିଥିଲା l ଫଳରେ ଘଟଣା ସ୍ଥଳରେ ଟ୍ରାକ୍ଟର ଚାଳକ ବସନ୍ତଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ବାଗଡିଆ ଥାନା ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ମନେ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଛନ୍ତି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ