ଗୋମାଂସ ବୋଝେଇ କଣ୍ଟେନର ଜବତ
by Argus News
Sun, Dec 10 | 10:10 a.m.

ଅର୍ଗସ ବ୍ୟୁରୋ: ଗୋମାଂସ ବୋଝେଇ କଣ୍ଟେନର ଜବତ। କଣ୍ଟେନର ଗାଡିରେ ଗୋମାଂସ ରାଜ୍ୟ ବାହାରକୁ ଚାଲାଣ ହେଉଥିବା ବେଳେ ବିଳମ୍ବିତ ରାତିରେ ୧୬ନମ୍ବର ଜାତୀୟ ରାଜପଥ ଗୋଳବାଇ ଛକ ନିକଟରୁ ଜବତ ହୋଇଛି। 

ଖୋର୍ଦ୍ଧା ପଟୁ ବାଲୁଗାଁ ପଟକୁ କଣ୍ଟେନରଟି ଯାଉଥିବା ବେଳେ ହିନ୍ଦୁ ସଂଗଠନର ସଦସ୍ୟ ମାନେ ଗାଡିଟିକୁ ପିଛା କରି ଥିଲେ କଣ୍ଟେନର ଡ୍ରାଇଭର ଗାଡିଟିକୁ ରାସ୍ତା କଡରେ ଛାଡି ଫେରାର ହୋଇଯାଇଥିଲା। ପରେ ହିନ୍ଦୁ ସଂଗଠନର ସଦସ୍ୟ ମାନେ ଘଟଣାସ୍ଥଳରେ ଗାଡିଟିକୁ ଅଟକ ରଖି ପୋଲିସକୁ ସୂଚନା ଦେବାରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡିଟିକୁ ଜବତ କରି ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ