ମୁହାଁମୁହିଁ ହେଲେ କାଠ ମାଫିଆ ଓ ଗ୍ରାମବାସୀ
by Argus News
Sat, Apr 27 | 2:44 p.m.

ଅର୍ଗସ ବ୍ୟୁରୋ : କାଠ ଚୋରା ଚାଲାଣ ବେଳେ ବୋମାମାଡ଼ । କାଠ ମାଫିଆ ଓ ଗ୍ରାମବାସୀ ମୁହାଁ ମୁହିଁ । ଘଟଣା ଘଟିଛି ଗଞ୍ଜାମ ଧରାକୋଟ ଥାନା ବରିଗୁଡା ଜଙ୍ଗଲରେ । ବିଳମ୍ବିତ ତାରିରେ ୪ ଜଣ ଦୁର୍ବୃତ୍ତ ଶାଗୁଆନ କାଠ ଚୋରା ଚାଲାଣ ବେଳେ ଗାଁ ଲୋକ ଘଟଣା ସ୍ଥଳରେ ପହଞ୍ଚିଥିଲେ  । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଧରା ପଡ଼ିଯିବା ଭୟରେ ଦୁଇଟି ବୋମା ମାଡ଼ କରି ଚମ୍ପଟ ମାରିଥିଲେ କାଠ ମାଫିଆ । ବୋମା ମାଡ଼ରେ ଜଣେ ଆହତ ହୋଇ ଚିକିତ୍ସିତ ହେଉଥିବା ସୂଚନା ମିଳିଛି । ଧରାକୋଟ ପୋଲିସ ଓ ଧରାକୋଟ ବନପାଳ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

PM MODI
15m ago
'ଓଡିଶାରେ ଗୋଟିଏ ନାରା...ପ୍ରଥମ ଥର ହେବ ଡବଲ ଇଞ୍ଜିନ ସରକାର'
ଅନୁଗୁଳ: ଅନୁଗୁଳରେ ନିର୍ବାଚନୀ ସଭା ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶା କଳାର ଧାମ୍ ...ପ୍ରତି ଘରେ କଳା ରହିଛି । ମହିମା ଗୋଷେଇଁ, ଭୀମ ଭୋଇଙ୍କ ସ୍ମୃତିକୁ ମନେପକାଇଲେ ମୋଦ
PM
55m ago
ପୁରୀ ରୋଡ଼ ସୋ' ଶେଷ କରି ଅନୁଗୁଳ ପହଞ୍ଚିଲେ ମୋଦି
ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟ
VOTE
ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ
ଅର୍ଗସ ବ୍ୟୁରୋ : ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି । ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ