ବାଇକକୁ ଧକ୍କା ଦେଲା ପୋଲିସ ଭ୍ୟାନ, ଜଣେ ମୃତ ଜଣେ ଗୁରୁତର
by Argus News
Thu, Nov 16 | 9:51 p.m.

ଅର୍ଗସ ବ୍ୟୁରୋ : ପୋଲିସ ଭ୍ୟାନ୍ ଧକ୍କାରେ ଜଣେ ମୃତ ଜଣେ ଗୁରୁତର । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଧୋବାଡ଼ିପାଟପୁର ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି । ବାଇକରେ ୨ ଯୁବକ କଲେଜରୁ ଘରକୁ ଫେରୁଥିବାବେଳେ ଧକ୍କା ଦେଇଥିଲା ପୋଲିସ ଭ୍ୟାନ । ଦୁର୍ଘଟଣାସ୍ଥଳରେ ପହଞ୍ଚି ହିଞ୍ଜିଳି ପୋଲିସ ଗୁରୁତର ଅବସ୍ଥାରେ ୨ ଯୁବକଙ୍କୁ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ପୋଲିସ ଭ୍ୟାନଟି ହିଞ୍ଜିଳିକାଟୁ ଦେଇ ଛତ୍ରପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ବାଇକ୍ ସହ ଧକ୍କା ହୋଇଥିଲା । ଗୁରୁତର ଯୁବକଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ଘଟିଥିବା ପୋଲିସ ଭ୍ୟାନର ପତ୍ତା ମିଳିନଥୁବା ବେଳେ ପୋଲିସ ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ