ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଜନ ଲାଲ ଶର୍ମା
by Argus News
Fri, Dec 15 | 6:53 a.m.

ନୂଆଦିଲ୍ଲୀ:  ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଜନ ଲାଲ ଶର୍ମା। ଭଜନ ଲାଲଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଏବଂ ପ୍ରେମ ଚାନ୍ଦ ବୈରୁଆ ଙ୍କୁ ମଧ୍ୟ ଶପଥ ପାଠ କରାଇବେ ରାଜ୍ୟପାଳ।

ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବହୁ ବଡ଼ବଡ଼ ବିଜେପି ନେତା ଏହି ଉତ୍ସବରେ ସାମିଲ ହେବେ।  ରାଜସ୍ଥାନର  ଜୟପୁର ଆଲବର୍ଟ ହଲରେ ଏହି ଶପଥ ଉତ୍ସବ କାର୍ଯ୍ୟକ୍ରମ ଆୟୋଜିତ କରାଯିବ। ତେବେ ଏକ ଲକ୍ଷ ଲୋକ ଏଠାରେ ପହଞ୍ଚି ଏହି  ଭବ୍ୟ ଶପଥ ଗ୍ରହକୁ ଦେଖିବାର ସୁଯୋଗ ମଧ୍ୟ ପାଇବେ।  

ଅଧିକ ପଢନ୍ତୁ ଭାରତ ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା