ଭଜନଲାଲ ଶର୍ମା ହେବେ ରାଜସ୍ଥାନ ନୂଆ ମୁଖ୍ୟମନ୍ତ୍ରୀ
by Argus News
Tue, Dec 12 | 4:38 p.m.

ଅର୍ଗସ ବ୍ୟୁରୋ: ଭଜନଲାଲ ଶର୍ମା ହେବେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ। ବିଧାୟକ ଦଳ ବୈଠକରେ ଭଜନଲାଲଙ୍କ ନାଁରେ ମୋହର ମାରିଛନ୍ତି। ବ୍ରାହ୍ମଣ ସଂପ୍ରଦାୟରୁ ପ୍ରତିନିଧିତ୍ବ କରିଥିଲେ ଭଜନଲାଲ। 

ସାଙ୍ଗାନେର ବିଧାନସଭା କ୍ଷେତ୍ରରୁ ପ୍ରଥମ ବିଧାୟକ ଥିବାବେଳେ ରାଜସ୍ଥାନ ବିଜେପିର ମହାସଚିବ ଅଛନ୍ତି ଭଜନ ଲାଲ। ୪ଥର ବିଜେପିର ମହାସଚିବ ଥିଲେ ଭଜନଲାଲ।ଏଥର ରାଜସ୍ଥାନରେ ୨ ଉପମୁଖ୍ୟମନ୍ତ୍ରୀ।  ଦୀୟା ସିଂହ ଓ ପ୍ରେମ ଚନ୍ଦ ବୈରବା ହେବେ ଉପମୁଖ୍ୟମନ୍ତ୍ରୀ। ବାସୁଦେବ ଦେବନାନୀ ହେବେ ବିଧାନସଭା ବାଚସ୍ପତି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା