ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ
by Argus News
Mon, Apr 15 | 3:24 p.m.

ଅର୍ଗସ ବ୍ୟୁରୋ : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି । ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ମହେଶ କୁମାର ବେହେରାଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି କାର୍ଯ୍ୟକ୍ରମରେ ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ସିଦ୍ଧାର୍ଥ କାଟି ସଂଯୋଜନା କରିଥିଲେ । ଆମ୍ବେଦକର ଜୟନ୍ତୀ ମଧ୍ୟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର ଓ ୱାଲଟିୟର ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ