ରାଜଧାନୀରେ ଆତଙ୍କ : ଗାଡି ରିପ୍ୟାରିଂ ପାଇଁ ଡାକି ଯୁବକଙ୍କୁ ଆକ୍ରମଣ
by Argus News
Tue, Apr 02 | 6:29 p.m.

ଅର୍ଗସ ବ୍ୟୁରୋ : ରାଜଧାନୀରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ । ଗାଡି ରିପ୍ୟାରିଂ ପାଇଁ ଡାକି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ପାଣ୍ଡରା ଛକରେ ଥିବା ଏକ ଗ୍ୟାରେଜର ଯୁବକଙ୍କୁ ଦୁର୍ବୁତ୍ତ ମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ନା ବଣ୍ଟି ପରିଡା । ବଣ୍ଟିଙ୍କ ମୁଣ୍ଡ ଓ ମୁହଁରେ ଆଘାତ ଲାଗିଛି । ପୂର୍ବ ଶତ୍ରୁତା ନେଇ ଏଭଳି ଆକ୍ରମଣ ହୋଇଥିବା ଜଣା ପଡିଛି । ବଣ୍ଟି ଏନେଇ ଥାନାରେ ଅଭିଯୋଗ କରିଥିଲେ ସୁଦ୍ଧା ମଞ୍ଚେଶ୍ୱର ଥାନା ପୋଲିସ ଏଯାଏଁ ଏତଲା ଦାୟର କରିନି ।

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021