ଆକ୍ସନ ମୋଡରେ କମିଶନରେଟ ପୋଲିସ
by Argus News
Thu, Feb 22 | 1:51 p.m.

ଅର୍ଗସ ବ୍ୟୁରୋ : ପୁଣି ଆକ୍ସନ ମୋଡ଼ରେ କମିଶନରେଟ ପୋଲିସ । ସାବାଡ଼ ହେବେ  ମଦ ପିଇ ଗାଡ଼ି ଚଳାଉଥିବା ଡ୍ରାଇଭର । ଏବଂ ରାଜଧାନୀରୁ କମିବ ହିଟ୍ ଆଣ୍ଡ ରନ୍ ମାମଲା । ରସ୍ତାରେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ଡ୍ରାଇଭରଙ୍କୁ ସାବାଡ଼ କରିବା ପାଇଁ ଭୁବନେଶ୍ୱର କମିଶନରେଟ ପୋଲିସ କଡ଼ା ଚେକିଙ୍ଗ ଆରମ୍ଭ  । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ କମିଶନରେଟ ପୋଲିସ ପକ୍ଷରୁ ମଦ୍ୟପ ଡ୍ରାଇଭରଙ୍କୁ ସାବାଡ଼ କରିବାକୁ ଚେକିଂ ଜାରି ରହିଛି । ଡିସିପିଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ଏହି ଚେକିଙ୍ଗ କରାଯାଉଛି । ଧରା ପଡ଼ିଲେ ଫାଇନ ଭଳି ଦଣ୍ଡ ଦେଇପାରେ ପୋଲିସ ବିଭାଗ ।
 

ରାଜ୍ୟରେ ଲାଗୁ ହେବ
7m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର