ନବୀନ ନିବାସ ଘେରାଉ ଉଦ୍ୟମବେଳେ ପୋଲିସ ସହ କଂଗ୍ରେସ କର୍ମୀଙ୍କ ଧସ୍ତାଧସ୍ତି
by Argus News
Fri, Mar 01 | 8:37 p.m.

ଅର୍ଗସ ବ୍ୟୁରୋ : ରାଜଧାନୀରରେ ଗର୍ଜିଲା ଯୁବ କଂଗ୍ରେସ । ନବୀନ ନିବାସ ଘେରାଉ ଉଦ୍ୟମବେଳେ ରାଜମହଲ ଛକରେ ପୋଲିସ- କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛି । ରାଲିକୁ ଅଟକାଇବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଥିଲା । ବ୍ୟାରିକେଡ୍ ଡେଇଁ ଧସେଇ ପଶିବାକୁ କଂଗ୍ରେସ କର୍ମୀ ଉଦ୍ୟମ କରିଥିଲେ ।  ପୋଲିସ ଉପରେ ଅଣ୍ଡା ଓ ଟମାଟୋ ମାଡ଼ କରିଛି ଯୁବ କଂଗ୍ରେସ । 

ରାଜ୍ୟରେ ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଜୋରଦାର ବିକ୍ଷୋଭ କରିଛି କଂଗ୍ରେସ । ରାଜ୍ୟ ସରକାର ଯୁବକମାନଙ୍କୁ ପ୍ରତାରଣା କରିଥିବା ଅଭିଯୋଗ କରିଛି ଯୁବ କଂଗ୍ରେସ । ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୋଲିସ ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ କର୍ମୀ । ରାଜ୍ୟରେ ବେକାରୀ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷା, ନାରୀ ନିର୍ଯାତନା ଆଦି ପ୍ରସଙ୍ଗରେ ଆନ୍ଦୋଳନକୁ ଓହ୍ଲାଇଛି ଯୁବ କଂଗ୍ରେସ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ପ୍ରତିବର୍ଷ ୨ଲକ୍ଷ ଚାକିରି ଦେବାକୁ ସରକାର କହିଥିଲେ । ସେହି ଅନୁସାରେ ୨୪ ବର୍ଷ ମଧ୍ୟରେ ୪୮ ଲକ୍ଷ ଯୁବକ ଯୁବତୀ ରୋଜଗାରକ୍ଷମ ହେବା କଥା । କିନ୍ତୁ ଦୁଃଖର କଥା ବର୍ତ୍ତମାନ ରାଜ୍ୟରେ ୨ ଲକ୍ଷ ୩୬ ହଜାର ସରକାରୀ ପଦବୀ ଖାଲି ପଡ଼ିଥିବା ଅଭିଯୋଗ କରିଛି ଯୁବ କଂଗ୍ରେସ ।...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ