ହାଇଟେକ ହସ୍ପିଟାଲ ଟ୍ରାଜେଡି, ବିସ୍ଫୋରଣ ଘଟଣାରେ ତୃତୀୟ ଗୁରୁତରଙ୍କ ମୃତ୍ୟୁ
by Argus News
Sat, Jan 06 | 8:01 a.m.

ଅର୍ଗସ ବ୍ୟୁରୋ : ହାଇଟେକ ହସ୍ପିଟାଲ ଟ୍ରାଜେଡି । ବିସ୍ଫୋରଣ ଘଟଣା ରେ ତୃତୀୟ ଗୁରୁତରଙ୍କ ମୃତ୍ୟୁ । ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ହୋଇଥିବା ସୂଚନା । ଡିସେମ୍ବର ୨୯  ତାରିଖ ସନ୍ଧ୍ୟାରେ ହାଇଟେକ ହସପିଟାଲ ଏସି କମ୍ପେସର ମରାମତି କରୁଥିବା ସମୟରେ ହଠାତ କମ୍ପ୍ରେଶର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା । ଯେଉଁଥିରେ ମୋଟ ୪ ଜଣ ଗୁରୁତର ଆହତ ହୋଇଥିଲେ । ତେବେ ପୂର୍ବରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ତୃତୀୟ ଗୁରୁତର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମନୁଷ୍ୟକୃତ ଭୁଲ ଯୋଗୁଁ ଗତକାଲି ମୃତଦେହ ଅଦଳବଦଳ ଘଟଣା ସାମନାକୁ ଆସିଥିଲା ।

ଅଧିକ ପଢନ୍ତୁ ଓଡ଼ିଶା ଖବର

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ