ରାଜଧାନୀରେ ଲେଡି ଲୁଟେରାଙ୍କ ଆତଙ୍କ, ଘରେ ପଶି ବୁଲାଉଛନ୍ତି କଳାକନା
by Argus News
Wed, Dec 06 | 3:07 p.m.

ଅର୍ଗସ ବ୍ୟୁରୋ : ପୁଣି ଘରେ ପଶି ଲୁଟିଲେ ମହିଳା । ପୁରା ଘଟଣା ହେଲା ସିସିଟିଭିରେ କଏଦ । ଭୁବନେଶ୍ୱର ନିଳାଦ୍ରୀବିହାର ଅଞ୍ଚଳରେ ଗେଟ ଭିତରେ ପଶି ଘରୁ ଟଙ୍କା ଓ ଜରୁରୀ ଡକ୍ୟୁମେଣ୍ଟ ନେଇ ଫେରାର ମହିଳା । ଏନେଇ ଚନ୍ଦ୍ରଶେଖର ପୁର ଥାନାରେ ଅଭିଯୋଗ ପରେ ତନାଘନା ଆରମ୍ଭ କରିଛି ପୋଲିସ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନାଅନୁସାରେ, ନୀଳାଦ୍ରିବିହାର ଅଞ୍ଚଳରେ ରହୁଥିବା ବୈରାଗୀ ପ୍ରଧାନଙ୍କ ଘରେ ଘରେ ଗତକାଲି ସକାଳେ ଲେଡି ଲୁଟେରା ଜଣଙ୍କ ଗେଟ୍‌ ଖୋଲି ଘରେ ପଶିଥିଲା । ଟଙ୍କା ଓ ଜରୁରୀ କାଗଜପତ୍ର ନେଇ ଚମ୍ପଟ୍ ମାରିଥିଲା । ଏହି ସମୟରେ ବୈରାଗୀଙ୍କ ସ୍ତ୍ରୀ ବାଥରୁମ୍‌ରେ ଥିଲେ । ଘରେ ଲାଗିଥିବା ସିସିଟିଭିରେ ଲୁଟ୍‌ ସମୟରେ ଦୃଶ୍ୟ କଏଦ ହୋଇଥିଲା । ଏନେଇ ବୈରାଗୀ ଚନ୍ଦ୍ରଶେଖର ପୁର ଥାନାରେ ଅଭିଯୋଗ କରିଛନ୍ତି ।

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021