ମୋ ବସ୍ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ
by Argus News
Wed, Sep 25 | 6:24 p.m.

ଭୁବନେଶ୍ୱର: ମୋ ବସ୍ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ । ମୃତକଙ୍କ ନାଁ ନିରଞ୍ଜନ ପଣ୍ଡା । ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ନନ୍ଦନକାନନ ଥାନା ପୋଲିସ । ରଘୁନାଥପୁର ଛକରେ ଘଟିଛି ଏଭଳି ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଘଟାଇଥିବା ମୋ ବସକୁ ଅଟକ ରଖି ତଦନ୍ତ କରୁଛି ପୋଲିସ । 

ବହୁ ଚର୍ଚ୍ଚିତ
31m ago
ବହୁ ଚର୍ଚ୍ଚିତ ସ୍ମିତାରାଣୀ ହତ୍ୟାକାଣ୍ଡର ହେବ ପୁନଃ ତଦନ୍ତ
ଅର୍ଗସ ବ୍ୟୁରୋ: ବହୁ ଚର୍ଚ୍ଚିତ ସ୍ମିତାରାଣୀ ହତ୍ୟାକାଣ୍ଡର ହେବ ପୁନଃ ତଦନ୍ତ । ପୁଣି ଥରେ ପୁରୁଣା ଫାଇଲ ଖୋଲିବ । ଆଜି ବଡଚଣାରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ସ୍ମିତାରାଣ
DURGA PUJA
41m ago
ଝାରପଡା ଦୁର୍ଗାପୂଜା: ଚଳିତବର୍ଷ ୧୪ ବର୍ଷରେ ପହଞ୍ଚିଲା
ଅର୍ଗସ ବ୍ୟୁରୋ: ଝାରପଡା ଦୁର୍ଗାପୂଜା ସମିତି ଦ୍ୱାରା ଆୟୋଜିତ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି । ସବୁ ବର୍ଷ ଭଳି ଏଥର ମଧ୍ୟ କିଛି ନୂଆ କରିବାର ପ୍ରୟାସ ଜାର
LOW PRESSURE
59m ago
ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା, ଭାରତୀୟ ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଭିଜିବ ଦଶହରା। ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା ଦେଲା ଭାରତୀୟ ପାଣିପାଗ ବିଭାଗ। ପ୍ରଭାବରେ ୪ ଓ ୫ ତାରିଖରୁ ବର୍ଷାର ସମ୍ଭାବନା ଥିବା ବେଳେ ଭିଜିବ ସାରା ଓଡିଶା