ଉଠିଯିବ ଇଲେକ୍ଟ୍ରିକ୍ ଚୁଲା, ପାରମ୍ପରିକ ଓ ଗ୍ୟାସ ଚୁଲାରେ ହେବ ଶବ ଦାହ
by Argus News
Fri, Dec 01 | 3:54 p.m.

ଅର୍ଗସ ବ୍ୟୁରୋ : ବଦଳିବ ସତ୍ୟନଗର ଶ୍ମଶାନର ରୂପରେଖ । ଉଠିଯିବ ଇଲେକ୍ଟ୍ରିକ୍ ଚୁଲା । ପାରମ୍ପରିକ ଓ ଗ୍ୟାସ ଚୁଲାରେ ଶବ ଦାହ ପାଇଁ ବ୍ୟବସ୍ଥା କରିବ ବିଏମସି । ଆଜି ଏନେଇ ସତ୍ୟନଗର ଶ୍ମଶାନଠାରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ୨ କୋଟି ୩୪ ଲକ୍ଷ ଟଙ୍କା ବ୍ୟୟରେ ଶ୍ମଶାନର ପୁନରୁଦ୍ଧାର ପାଇଁ ଯୋଜନା କରିଛି ବିଏମସି । ଶ୍ମଶାନ ଭିତରେ ଅଧିକ ଗଛ ଲଗାଇବା, ପୋଖରୀ ଓ ସୌନ୍ଦର୍ଯ୍ୟକରଣ ପାଇଁ ସବୁ ବ୍ୟବସ୍ଥା ଗ୍ରହଣ କରିବାକୁ ଲକ୍ଷ୍ୟ ରଖିଛି ବିଏମସି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ