ଅପରାହ୍ନ ସାଢେ ୨.୩୦ ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୧.୮ ଡିଗ୍ରୀ
by Argus News
Tue, Apr 23 | 4:35 p.m.

ଅର୍ଗସ ବ୍ୟୁରୋ : ବଢୁଛି ତାତି, ଅସହ୍ୟ ଗରମରେ ସନ୍ତୁଳି ହୋଉଛନ୍ତି ରାଜ୍ୟବାସୀ । ଆଜି ଭୁବନେଶ୍ୱର ସବୁଠୁ ଉତପ୍ତ ସହର ହୋଇଛି । ଅପରାହ୍ନ ସାଢେ ୨.୩୦ ଟା ସୁଦ୍ଧା ତାପମାତ୍ରା ୪୧,୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଚାନ୍ଦବାଲି ୪୦.୪ ଡିଗ୍ରୀ ରହିଥିବା ବେଳେ ବାଲେଶ୍ୱର ୪୦.୩ ଡିଗ୍ରୀ ରହିଛି । ଝାରସୁଗୁଡା ୩୯.୫ ଡିଗ୍ରୀ ରହିଥିବା ବେଳେ ପାରାଦୀପ ୩୮.୮ ଡିଗ୍ରୀ ରହିଛି । ରାଉରକେଲା ୩୭.୯ ଡିଗ୍ରୀ , କେନ୍ଦୁଝର ୩୭,୮ ଡିଗ୍ରୀ ।

ଅଧିକ ପଢନ୍ତୁ ପାଣିପାଗ ଖବର

ତେବେ ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି । ୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ