୨୭ ଯାଏଁ ତାତିରୁ ନାହିଁ ନିସ୍ତାର
by Argus News
Wed, Apr 24 | 7:03 a.m.

ଅର୍ଗସ ବ୍ୟୁରୋ : ୨୭ ଯାଏଁ ତାତିରୁ ନାହିଁ ନିସ୍ତାର । ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବ । ଗତକାଲି ଭୁବନେଶ୍ବର ତାପମାତ୍ରା ସର୍ବାଧିକ ୪୩.୮ ଡିଗ୍ରୀ ରେକର୍ଡ ହୋଇଛି । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ଅତିଷ୍ଠ ହେଲେଣି ଲୋକେ । ପାଣିପାଗ ବିଭାଗର ଆକଳନ ଆହୁରି ୩ ଦିନ ଖରାରୁ ମିଳିବନି ନିସ୍ତାର । 

ଅଧିକ ପଢନ୍ତୁ ଓଡିଶା ଖବର

ଉତ୍ତର ଓ ଉପକୂଳରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ । ୨୬ରେ ସିଭିୟର୍ ହିଟ୍ ୱେଭ୍ ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ୨୭ରେ ସିଭିୟର୍ ହିଟ୍ ୱେଭ୍ ନେଇ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଦିନ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

BOBBY DAS
51m ago
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ