ସରକାରୀ ନିୟମ ନମାନି ଖୋଲିଲା ଭୁବନେଶ୍ବରର ନାରାୟଣୀ ସ୍କୁଲ 
by Argus News
Thu, Apr 18 | 1:21 p.m.

ଭୁବନେଶ୍ୱର:  ସରକାରୀ ନିୟମକୁ ଫୁ । ସରକାରୀ ନିୟମ ନମାନି ଖୋଲିଲା ଭୁବନେଶ୍ବରର ନାରାୟଣୀ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ 3 ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । 18 ରୁ 20 ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

କିନ୍ତୁ ଆଜି ଭୁବନେଶ୍ବରର ନୟାପଲ୍ଲୀରେ ଥିବା ନାରାୟଣ ସ୍କୁଲ ଖୋଲା ରହିଥିଲା । ସକାଳ 7 ଟାରୁ 10.30 ପର୍ଯ୍ୟନ୍ତ ଚାଲିଥିଲା କ୍ଲାସ । ସ୍କୁଲ ବସ ଯୋଗେ  ଛାତ୍ରଛାତ୍ରୀ ବିନା ୟୁନିଫର୍ମରେ ଆସିବା ପାଇଁ ସ୍କୁଲ ଗ୍ରୁପରେ ମେସେଜ କରାଯାଇଥିବା ଜଣାପଡିଛି । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

BJD
ନିର୍ବାଚନବେଳେ ବିଜେଡି ଗୁଣ୍ଡାଙ୍କ ଆତଙ୍କରାଜ
ଅର୍ଗସ ବ୍ୟୁରୋ: ବିଜେଡିକୁ ମହଙ୍ଗା ପଡ଼ିବ ନିର୍ବାଚନୀ ହିଂସା । ନିର୍ବାଚନ ସମୟରେ ସାରା ରାଜ୍ୟରେ ନବୀନ ବାହିନୀର ଆତଙ୍କରାଜ ବିରୋଧରେ ଖଡ଼ଗହସ୍ତ ହୋଇଛନ୍ତି ଜନତା । ବୌଦ୍ଧର
AMIT SHAH
ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ
ଅର୍ଗସ ବ୍ୟୁରୋ : ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ । ୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀ ଜେଲ୍ ଯିବେ । କଷ୍ଟ ଅର୍ଜିତ ଟଙ୍କା ହରାଇଥିବା ଲୋକଙ୍କ
SAND FESTIVAL
ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଲେ ଦୁର୍ଗମବାସୀ
ଅର୍ଗସ ବ୍ୟୁରୋ: ଦୁର୍ଗମର ନିଆରା ବାଲିଯାତ୍ରା। ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଛନ୍ତି ଦୁର୍ଗମବାସୀ। 22 ବର୍ଷର ଅପେକ୍ଷା ଅନ୍ତ ପରେ ବାଲିଯାତ୍ରା ମନାଇଲ