ସ୍କୁଟି ଉପରେ ଚଢିଗଲା ଟ୍ରକ, ଜଣେ ମୃତ
by Argus News
Wed, Nov 29 | 11:17 a.m.

ଅର୍ଗସ ବ୍ୟୁରୋ : ରସୁଲଗଡ଼ ଓଭର ବ୍ରିଜ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରସୁଲଗଡରୁ ବାଣୀବିହାର ଆଡକୁ ଆସୁଥିବା ବେଳେ ସ୍କୁଟିକୁ ପଛରୁ ଧକ୍କା ଦେଇଛି ଟ୍ରକ । ଘଟଣା ସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ଙ୍କ ପରିଚୟ ମିଳିପାରିନାହିଁ। ଏପଟେ ଟ୍ରକ ଚାଳକଫେରାର ଥିବା ଜଣା ପଡିଛି।
 

ଅଧିକ ପଢନ୍ତୁ : ଘର ଉପରେ ମାଡ଼ିଗଲା ଡମ୍ପର ; ଭାଙ୍ଗିଲା ଘର, ଉପୁଡିଲା ୭ଟି ଗଛ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ