100 ଦିନ ପୂର୍ତ୍ତି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ବଡ଼ ଘୋଷଣା
by Argus News
Thu, Sep 19 | 4:29 p.m.

ପୁରୀ: 5 ବର୍ଷରେ 11ଟି MSME ପାର୍କ ପ୍ରତିଷ୍ଠା କରିବେ ବିଜେପି ସରକାର । ବିଜେପି ସରକାରର 100 ଦିନ ପୂର୍ତ୍ତି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଗତକାଲି ଉଚ୍ଚସ୍ତରୀୟ ବୈଠକରେ 12ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ଏଥିରେ 39 ହଜାର କୋଟିର ନିବେଶ ହେବ । ଗତ 100 ଦିନ ଭିତରେ 45 ହଜାର କୋଟିର ପୁଞ୍ଜି ନିବେଶ ବ୍ୟବସ୍ଥା ହୋଇଛି ।

ଏଫଡିଆଇ ପାର୍କ ନିର୍ମାଣ ହେବା ପାଇଁ ବଜେଟରେ ବ୍ୟବସ୍ଥା କରାଯାଇଛି । ଆଜି ପର୍ଯ୍ୟନ୍ତ 16ଟି ଏମଏସଏମଇ ପାର୍କ ଅଛି । ବିଜେପି ସରକାର 5 ବର୍ଷ ଭିତରେ 11ଟି ଏମଏସଏମଇ ପାର୍କ ପ୍ରତିଷ୍ଠା କରିବେ । ଶ୍ରମିକ ମାନଙ୍କ ପାଇଁ ହଷ୍ଟେଲ ନିର୍ମାଣ କରାଯିବ । 5 ବର୍ଷ ଭିତରେ 4ଟି ମଲ୍ଟି ମଡେଲ ଲଜିଷ୍ଟିକ ପାର୍କ ନିର୍ମାଣ କରାଯିବ ବୋଲି କହିଛନ୍ତି ଶିଳ୍ପମନ୍ତ୍ରୀ।

 

ରାଜ୍ୟରେ ବିଜେପି ସରକାରକୁ ପୁରିଲା ୧୦୦ ଦିନ
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ