ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍ ସୋ
by Argus News
Wed, Apr 24 | 1:12 p.m.

ଅର୍ଗସ ବ୍ୟୁରୋ : ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଡ଼ ସୋ । ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ପାୱାର ସୋ କରୁଛି ବିଜେପି । ସ୍ଥାନୀୟ ବିଜେପି ନେତୃବୃନ୍ଦଙ୍କ ସହ ରୋଡ଼ ସୋ ରେ ସାମିଲ ହେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅଧିକ ପଢନ୍ତୁ : ମହାନଦୀ କୂଳରେ ଥିବା ଜିଲ୍ଲାରେ ମରୁଡି ହେବା କ’ଣ ୨୪ ବର୍ଷ ଶାସନର ରୂପାନ୍ତରଣ ବୋଲି ପ୍ରଶ୍ନ କଲେ କେନ୍ଦ୍ରମନ୍ତ୍ରୀ

 ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ଅନେକ ସ୍ଥାନରେ ରୋଡ ସୋ ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ସାମିଲ ହେବା ସହ ବିଭିନ୍ନ ମନ୍ଦିର ଯାଇ ଭଗବାନଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ରୋଡ଼ ସୋ ପ୍ରଥମରେ ଆଠମଲ୍ଲିକ ର କିଆକଟା ପଞ୍ଚାୟତ ରୁ ଆରମ୍ଭ ହେବାର ଯୋଜନା ରହିଛି ।  
 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ