ଵାଇକ ଓ ଟିପର ଗାଡି ମୁହାଁ ମୁହିଁ ଧକ୍କା
by Argus News
Mon, Apr 15 | 9:37 a.m.

କୋରାପୁଟ: ୩୨୬ ଜାତିୟ ରାଜପଥ ରେ ଵାଇକ ଓ ଟିପର ଗାଡି ମୁହାଁ ମୁହିଁ ଧକ୍କା । ଘଟଣା ସ୍ଥଳରେ ଵାଇକ ଆରୋହୀଙ୍କର ମୃତ୍ୟ ଘଟିଛି ।ମୃତକ ଵ୍ୟକ୍ତି ଜଣକ ହେଲେ ରାୟଗଡା ଜିଲ୍ଲା ମୁନିଗୁଡା ଅଞ୍ଚଳ ଵୋଲି ଜଣାପଡିଛି ।ଟିପର ଗାଡ଼ି ଓ ଚାଳକ ଟାଉନ ଥାନା ରେ ଅଟକ ରଖାଯାଇଛି । ମୃତ୍ୟୁ ବ୍ୟକ୍ତିକୁ କୋରାପୁଟ ସହିଦ ମେଡ଼ିକାଲ କଲେଜ ସ୍ତାନାନ୍ତରିତ କରାଯାଇଛି । ଘଟଣା ସ୍ଥଳରେ ପୋଲିସ ତଦନ୍ତ ଜାରି ରହିଛି । 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

HEALTH
7m ago
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
46m ago
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ
ନୋଟ୍ ବଣ୍ଟା
53m ago
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି