ଭୁବନେଶ୍ବରରେ ବସ୍ତିବାସିନ୍ଦାଙ୍କ ସହ କଥାହେଲେ ବିଲ୍ ଗେଟସ୍
by Argus News
Wed, Feb 28 | 10:36 a.m.

ଅର୍ଗସ ବ୍ୟୁରୋ : ବସ୍ତି ବୁଲିଲେ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟସ୍‌ । ବସ୍ତିବାସିନ୍ଦାଙ୍କ ଜୀବନଶୈଳୀ ବୁଝିବା ସହ ସେ ଲୋକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।  ଆଜି କୃଷିଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ ଗେଟସ୍‌ ।

ଅଧିକ ପଢନ୍ତୁ : ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟସ୍‌

ଗସ୍ତ ସମୟରେ ବିଲ୍ ଗେଟସ୍ ରାଜ୍ୟର ଚାଷୀ ଓ କୃଷି ଉଦ୍ୟୋଗୀଙ୍କୁ ମଧ୍ୟ ଭେଟି ପାରନ୍ତି । କୃଷି ସମୀକ୍ଷା କେନ୍ଦ୍ରର ପରିଚାଳନାକୁ ଅନୁଧ୍ୟାନ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଭେଟିପାରନ୍ତି ବିଲ୍ ଗେଟସ୍‌ । ମଙ୍ଗଳବାର ସଂଧ୍ୟାରେ ବିଶ୍ୱର ଅନ୍ୟତମ ଧନୀ ବିଲ୍ ଗେଟସ୍ ଭୁବନେଶ୍ୱରରେ ପହଞ୍ଚିଥିଲେ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ