ଓଡ଼ିଶା ଆସିବେ ବିଲ୍‍ ଗେଟ୍ସ
by Argus News
Mon, Feb 26 | 5:18 p.m.

ଅର୍ଗସ ବ୍ୟୁରୋ : ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ- ପ୍ରତିଷ୍ଠାତା ବିଲ୍‍ ଗେଟ୍ସ । ଫେବୃଆରୀ ୨୮ ତାରିଖରେ ସେ କୃଷି ଭବନରେ କୃଷି ସମୀକ୍ଷା କେନ୍ଦ୍ର ପରିଦର୍ଶନ କରିବେ । ଏହାସହ ରାଜ୍ଯରେ ଯେଉଁ କୃଷି ବିକାଶ ହୋଇଛି ତାକୁ ଅନୁଧ୍ଯାନ କରିବେ । ବିଶେଷକରି କିପରି କୃଷି ବିଭାଗ ଯୋଜନା ସବୁ ଲାଗୁ କରୁଛି ତାକୁ ଅନୁଧ୍ୟାନ କରିବେ ବିଲ୍‍ ଗେଟ୍ସ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଯାହା ଜରିଆରେ ବୈଷୟିକ ପ୍ରଣାଳୀରେ କ୍ଷୁଦ୍ରଚାଷୀଙ୍କ ଆୟ ବୃଦ୍ଧି କରାଯିବା ନେଇ ଯୋଜନା ହୋଇଥିଲା । ବିଲ ଗେଟ୍ସ ଫାଉଣ୍ଡେସନ ଏଥିପାଇଁ ବୈଷୟିକ ସହାୟତା ଯୋଗାଉଛି । ରାଜ୍ୟରେ କୃଷି ବିକାଶ କିପରି ହୋଇ ତାହାର ଅନୁଧ୍ୟାନ କରିବେ ବିଲ ଗେଟ୍ସ । ବିଶେଷକରି କୃଷି ବିଭାଗ କିପରି ଯୋଜନା ଲାଗୁ କରୁଛି ତାହା ଅନୁଧ୍ୟାନ କରିବେ ।

କେମିତି କଟିବ
16m ago
କେମିତି କଟିବ ଆଜିର ଦିନ....ସତର୍କ ରୁହନ୍ତୁ ଏହି ରାଶି
ଅର୍ଗସ ବ୍ୟୁରୋ: ଆପଣଙ୍କ ଦିନଟି କେମିତି କଟିବ ସେ ପାଇଁ ଚିନ୍ତିତ କି? ତାହେଲେ ଚାଲନ୍ତୁ ଜାଣିବା। ମେଷ- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋ
ଆସନ୍ତା ଦୁଇ ଦିନ ମଧ୍ୟର
33m ago
ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ
ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଲଘୁଚାପ ଆହୁରି ଘନୀଭୂତ ହେବାକୁ ବଳଗୋଟାଉଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ। ଉତ୍ତର-ପଶ୍ଚି
ଆଜି ଚାଷୀଙ୍କୁ
43m ago
ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା
ଅର୍ଗସ ବ୍ୟୁରୋ: ନୂଆଁଖାଇ ଉପଲକ୍ଷେ ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଚାଷୀଙ୍କୁ ସିଏମ୍ କିଷାନ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଏମ୍ କିଷାନ ସହାୟତା ଅନ୍ତର୍ଗତ ଉପକୃତ ହେବ