୨ କୋଟି ଟଙ୍କା ଠକେଇ ଘଟଣା ଗିରଫ ହେଲେ ବିମାଳାନନ୍ଦ ଭୂୟାଁ
by Argus News
Tue, May 21 | 2:07 p.m.

ଅର୍ଗସ ବ୍ୟୁରୋ : ୨ କୋଟି ଟଙ୍କା ଠକେଇ ଘଟଣା ଗିରଫ ହେଲେ ପ୍ରୋପ୍ରାଇଟର ବିମାଳାନନ୍ଦ ଭୂୟାଁ । ଅଭିଯୁକ୍ତଙ୍କୁ ଲକ୍ଷ୍ନୌରୁ ଇନ୍ଦିରାନଗରରୁ ଗିରଫରୁ କରାଯାଇଛି । ଅଭିଯୁକ୍ତ ବିମାଳାନନ୍ଦ ଭୂୟାଁ ଓ ତାଙ୍କ ପତ୍ନୀ ରମି ଭୂୟାଁ ବିଭିନ୍ନ ପ୍ରଲୋଭନ ଦେଖାଇ ସମୁଦାୟ ୧୦୦ ଜଣଙ୍କ ଠାରୁ ମୋଟ ୨ କୋଟି ଟଙ୍କା ଠକି ନେଇ ଫେରାର ହୋଇଯାଇଥିଲେ । 

ଶ୍ୟାମନଗର, ରାୟପୁର, ଛତିଶଗଡ଼ ରେ ହେଡ ଅଫିସ ଥିବା ବେଳେ ଜଗଦଲପୁର ଓ ଭୁବନେଶ୍ୱର ର ଜୟଦେବ ବିହାରରେ ବ୍ରାଞ୍ଚ ଅଫିସ କରିଥିଲେ । ଖୋର୍ଦ୍ଧା,କୋରାପୁଟ, ନୟାଗଡ଼, ମୟୁରଭଞ୍ଜ, ବାଲେଶ୍ଵର , ରାଉରକେଲା, ସମ୍ବଲପୁର ଓ ଗଞ୍ଜାମର ଲୋକମାନେ ମୂଖ୍ୟତଃ ଠକେଇର ଶିକାର ହୋଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଠକେଇ ଅଭିଯୋଗରେ ସମ୍ବଲପୁରର ବିକାଶ ପୋଦାର ନାମକ ଯୁବକ ଇଓଡବ୍ଲୁର ଦ୍ୱାରସ୍ଥ ହୋଇଥିଲେ । ଠକେଇ ଟଙ୍କାରେ ଦୁବାଇରେ ମଉଜ କରୁଥିବା ଜାଣିବାକୁ ପାଇଛି EOW । ଆବଶ୍ୟକ ସ୍ଥଳେ ଦୁବାଇ ଲିଙ୍କ ନେଇ ଅଧିକ ଖୋଳତାଡ଼ ହେବ  ।

ପେଟ୍ରୋଲ ଢାଳି
13m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ
ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ