କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ , ବଢିଲା ଚିନ୍ତା 
by Argus News
Wed, Sep 04 | 8:15 a.m.

 ପୁରୀ:  ରାଜ୍ୟରେ ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ପରେ ବଢିଲା ଚିନ୍ତା । ସଂକ୍ରମଣ ରୋକିବାକୁ ତତ୍ପର ରାଜ୍ୟ ସରକାର । ସ୍ଥିତି ଅନୁଧ୍ୟାନ ଲାଗି ଆଜି ଆସିପାରନ୍ତି କେନ୍ଦ୍ରୀୟ ଟିମ୍ ।  ବାର୍ଡ଼ ଫ୍ଲୁ ବ୍ୟାପିଥିବା ପିପିଲି ଅଂଚଳ ବୁଲିବା ସହ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ରାଜ୍ୟରେ ନିଆ ଯାଇଥିବା ପଦକ୍ଷେପ ନେଇ ସେଣ୍ଟ୍ରାଲ ଟିମକୁ ଅବଗତ କରାଯାଇଥିବା କହିଲେ ସ୍ବାସ୍ଥ୍ୟ ନିର୍ଦେଶକ। କେନ୍ଦ୍ରାପଡ଼ାରେ କୁକୁଡ଼ା ମଡ଼କ ପରେ ସାମ୍ପୁଲ ଟେଷ୍ଟ ପାଇଁ ପଠା ଯାଇଛି। କୁକୁଡ଼ା ଫାର୍ମରେ କାମ କରୁଥିବା ଓ କୁକୁଡ଼ା କଣ୍ଟାକ୍ଟରେ ଆସୁଥିବା ଲୋକ ଅଧିକ ସତର୍କ ରହିବାକୁ ସ୍ବାସ୍ଥ୍ୟ  ବିଭାଗ ପରାମର୍ଶ ଦେଇଛି।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ