ଅନ୍ୟ କୌଣସି ଉତ୍ସରୁ ବାର୍ଡ ଫ୍ଲୁ ହୋଇଥାଇପାରେ: କେନ୍ଦ୍ରୀୟ ଟିମ୍
by Argus News
Thu, Sep 05 | 2:07 p.m.

ଅର୍ଗସ ବ୍ୟୁରୋ:  ରାଜ୍ୟରେ ବ୍ୟାପୁଥିବା ବାର୍ଡ ଫ୍ଲୁର କାରଣ କୁକୁଡା ନୁହେଁ । ଅନ୍ୟ କୌଣସି ଉତ୍ସରୁ ବାର୍ଡ ଫ୍ଲୁ ହୋଇଥାଇପାରେ ବୋଲି ଆଶଙ୍କା କରିଛନ୍ତି କେନ୍ଦ୍ରୀୟ ଟିମ୍ । ଜଙ୍ଗଲି ପଶୁପକ୍ଷୀ କିମ୍ବା ବାହାରୁ ଆସୁଥିବା ପକ୍ଷୀ ବାର୍ଡ ଫ୍ଲୁର କାରଣ ହୋଇପାରେ ବୋଲି ସନ୍ଦେହ କରାଯାଉଛି । କେନ୍ଦ୍ରୀୟ ଟିମ୍ ସଂକ୍ରମିତ ଅଂଚଳ ବୁଲି ସ୍ଥିତି ସମୀକ୍ଷା କରିବା ପରେଆଜି ମୁଖ୍ୟ ସଚିବଙ୍କୁ ରିପୋର୍ଟ ଦେଇଛନ୍ତି ।

ରାଜ୍ୟର କୌଣସି ବ୍ୟକ୍ତି ବାର୍ଡ ଫ୍ଲୁ ଦ୍ବାରା ସଂକ୍ରମିତ ହୋଇ ନାହାନ୍ତି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ତିନିଜଣଙ୍କୁ ଆଇସୋଲେସନରେ ରଖାଯାଇଛି । ସେମାନଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏହା ସହ ଅଧିକ ଟେଷ୍ଟିଂ ଓ ସମ୍ପଲା କଲେକ୍ସନ ବଢ଼ାଇବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ପୁରୀ ଅଞ୍ଚଳରେ ସ୍ଥିତି ନିୟନ୍ତ୍ରଣରେ ଥିବା କେନ୍ଦ୍ରୀୟ ଟିମ ସୂଚନା ଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ