ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି
by Argus News
Mon, Apr 22 | 12:41 p.m.

ଅର୍ଗସ ବ୍ୟୁରୋ: ଘୋଷଣା ହେଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ବାକି ଥିବା ୧୨ ଆସନରୁ ୬ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। 
ରଘୁନାଥପାଲିରୁ ଅର୍ଚ୍ଚନା ରେଖା ବେହେରାଙ୍କୁ ଟିକେଟ ମିଳିଥିବାବେଳେ
ବାଲିକୁଦା ଏରସମା: ଶାରଦା ପ୍ରସାଦ ଜେନା
କାକଟପୁର: ତୁଷାରକାନ୍ତି ବେହେରା
ବରୀ: ବିଶ୍ବରଞ୍ଜନ ମଲ୍ଲିକ
ବାଙ୍ଗିରୀପୋଷୀ: ରଞ୍ଜିତା ମାର୍ଣ୍ଡି
ହିନ୍ଦୋଳ: ମହେଶ ସାହୁ

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

DADAN
1m ago
ଦାଦନ ଯାଇ୧୪ ଦିନ ପରେ ଗାଁରେ ପହଞ୍ଚିଲା ମୃତ ଦେହ
ଅର୍ଗସ ବ୍ୟୁରୋ: ଓଡିଶାରେ ଯେତେ ବିକାଶ ହେଲେ କିନ୍ତୁ ଦାଦନର ଦୁଖଃ କମୁନାହିଁ । ଓଡିଶାରେ ରୋଜଗାର ପାଇଁ କୌଣସି କାମଧନ୍ଦା ନପାଇ ପରିବାର ପ୍ରତିପୋଷଣ ଓ ଅଧିକ ଅର୍ଥ ଉପାର୍ଜନ ପାଇଁ ନିଜ
ଡାଳ ଭରସା
7m ago
ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା, ଖରାରୁ ରକ୍ଷା ପାଇଁ ଡାଳ ଭରସା
ବୌଦ୍ଧ: କଣ୍ଟାମାଲ ର ବୁଥ୍‌ 88 ଗୋହିପିଟା ରେ ଅବ୍ୟବସ୍ଥା। ମୁଣ୍ଡରେ ଛାଇ ପାଇଁ ଡ଼ାଳ ଧରି ଛିଡା ହେଲେ ଭୋଟର। ଆଜି କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଦ୍ୱିତୀୟ ପର୍ଯ୍ୟା
ELECTION UPDATE
17m ago
ଝାରସୁଗୁଡ଼ାରେ ସର୍ବାଧିକ, ବଲାଙ୍ଗିରରେ ସର୍ବନିମ୍ନ ମତଦାନ
ଅର୍ଗସ ବ୍ୟୁରୋ: ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ ହୋଇଛି । ସେହିପରି ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨% ଭୋଟିଂ ହୋଇଛି