ବିଜେଡି ପ୍ରାର୍ଥୀ ତାଲିକା, ବଡଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
by Argus News
Sat, Apr 20 | 12:37 p.m.

ଅର୍ଗସ ବ୍ୟୁରୋ:  ଆସିଲା ବିଜେଡିର ଆଉ ଏକ ପ୍ରାର୍ଥୀ ତାଲିକା । ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ଏଥିରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡଚଣାରୁ ଟିକେଟ ଦେଇଛି ବିଜେଡି। ବର୍ଷାଙ୍କୁ ଟିକେଟ ମିଳିଥିବାବେଳେ ଅନୁଭବ ମହାନ୍ତିଙ୍କୁ କେଉଁଠାରୁ ମିଳିବ ଟିକେଟ ତାକୁ ନେଇ ଆଲୋଚନା ଜାରି। ତେବେ ଏବେ ରାଜନୀତି ମୈଦାନରେ ଉଭୟ ମୁହାଁମୁହିଁ ହେବେ। ପ୍ରାର୍ଥୀ ତାଲିକା  ଓଡିଶାରେ ମେ’ ୧୩ ତାରିଖରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ମତଦାନ । ଏହାପରେ ମେ’ ୨୦, ୨୫, ଓ ଜୁନ୍ ୧ ଏମିତି ୪ଟି ପର୍ଯ୍ୟାୟରେ ୪ଟି ଲୋକସଭା ଓ ଏହା ଅଧିନରେ ଥିବା ବିଧାନସଭା ଆସନ ପାଇଁ ଭୋଟ୍ ପଡ଼ିବ ।

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ