ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଶୁଣ୍ଟିଆଙ୍କ ନାମ ଘୋଷଣା କରିଛି ଦଳ
by Argus News
Tue, Feb 13 | 9:00 a.m.

ଅର୍ଗସ ବ୍ୟୁରୋ: ରାଜ୍ୟସଭା ଲାଗି ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି ।  ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଶୁଣ୍ଟିଆଙ୍କ ନାମ ଘୋଷଣା କରିଛି ଦଳ । ପୂର୍ବତନ ବିଜେଡି ବିଧାୟକ ଦେବାଶିଷ ସାମନ୍ତରାୟ  ଓ ରାଜ୍ୟ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଶୁଣ୍ଟିଆଙ୍କୁ ବିଜେଡି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି । ତେବେ  ଆଜି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ଦେବାଶିଷ ଏବଂ ଶୁଭାଶିଷ ପାର୍ଥିପତ୍ର ଦାଖଲ କରିବେ । ଏବେ 3ଟି ରାଜ୍ୟସଭା ଆସନ ଖାଲି ପଡ଼ିଥିବା ବେଳେ ତୃତୀୟ ପାର୍ଥୀ କିଏ ହେବେ ତାକୁ ନେଇ ଏବେବି ସସପେନ୍ସ ଜାରି ରହିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
18m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
40m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
42m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି