୪୦ ଜଣିଆ ବିଜେଡି ଷ୍ଟାର ପ୍ରଚାରକ ତାଲିକା, ପ୍ରଥମରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନାଁ
by Argus News
Sun, Apr 21 | 7:23 a.m.

ଅର୍ଗସ ବ୍ୟୁରୋ:  ଆସିଲା ୪୦ ଜଣିଆ ବିଜେଡି ଷ୍ଟାର ପ୍ରଚାରକ ତାଲିକା । ତାଲିକାର ପ୍ରଥମରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନାଁ ଥିବା ବେଳେ ଦ୍ୱିତୀୟରେ ପାଣ୍ଡିଆନ ଓ ତୃତୀୟରେ ପ୍ରଣବ ପ୍ରକାଶ ଦାସଙ୍କ ନାଁ ରହିଛି । ଦେବୀ ମିଶ୍ର, ରାଜା ସ୍ୱାଇଁ, ଚନ୍ଦ୍ର ଶେଖର ସାହୁ, ଅଶୋକ ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁଙ୍କ ପରି ଲିଡରଙ୍କ ନାଁ ରହିଛି । ତାଲିକାରେ ରହିଛନ୍ତି ଚାରି ବିବାଦୀୟ ନେତା । ପ୍ରତାପ ଜେନା, ଅରୁଣ ସାହୁ, ରାଜା ସ୍ୱାଇଁ, ସୁଶାନ୍ତ ସିଂଙ୍କ ପରି କଳଙ୍କିତ ଚେହେରାଙ୍କୁ ସାମିଲ କରି ପରୋକ୍ଷରେ ସେମାନଙ୍କ ବିରୋଧରେ ଅଭିଯୋଗ ଆଣିଥିବା ପୀଡ଼ିତ ପରିବାରକୁ ପ୍ରତାରିତ କରିଛି ବିଜେଡି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ